ଚାରି ବର୍ଷ ପୁରୁଣା ଭିଡିଓକୁ ଲକ୍ଡାଉନ୍ ସମୟରେ ପୁରୀ ଚନ୍ଦ୍ରଭାଗା ସମୁଦ୍ର ବେଳାଭୂମିରେ ହରିଣ ବୁଲୁଥିବା ଦାବିରେ ଭାଇରାଲ କରାଯାଉଛି।
କୋରୋନା ଭାଇରସ ଆତଙ୍କରେ ପୁରା ଦେଶ ଲକଡାଉନ ହୋଇ ରହିଛନ୍ତି। ରାସ୍ତା ଘାଟ ସବୁଠି ପୋଲିସ କର୍ମି ଏବଂ ଅନ୍ୟାନ୍ୟ କିଛି କର୍ମିଙ୍କୁ ଛାଡ଼ି କେହି ଦେଖା ଯାଉ ନାହାନ୍ତି। ଦୋକାନ ବଜାର ସହ ସମସ୍ତ ଅଫିସ ମଧ୍ୟ ବନ୍ଦ ରହିଛି। ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ହେବା ପରେ ରାସ୍ତାରେ ଜୀବଜନ୍ତୁ ଏବଂ ପକ୍ଷୀ ବିନା ଡରରେ ବୁଲୁଥିବାର ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି। 3 ଏପ୍ରିଲରେ Parthsarathi jena ନାମକ ଜଣେ ଫେସବୁକ […]
Continue Reading