ଗୁଜୁରାଟର ମାନସିକ ରୋଗୀର ଭିଡିଓକୁ କରୋନା ରୋଗୀ ଭାବରେ ଭାଇରାଲ ହେଉଛି।
ସୋସିଆଲ ମିଡ଼ିଆରେ କୋରୋନାକୁ ନେଇ କେତେକ ଭିଡ଼ିଓ ଏବଂ ତଥ୍ୟ ଭାଇରାଲ କରାଯାଉଛି। ଭାଇରାଲ ଭିଡିଓ ଦ୍ୱାରା ଲୋକ ଅଧିକରୁ ଅଧିକ ଡରିବାରେ ଲାଗିଛନ୍ତି। କିଛି ଦିନ ପୂର୍ବରୁ Kumar Rajeebନାମକ ଜଣେ ଫେସବୁକ ୟୁଜର ନିଜ ଆକାଉଣ୍ଟରେ ଏକ ଭିଡ଼ିଓ ପୋଷ୍ଟ କରିଛନ୍ତି। ଭିଡିଓରେ ଧଳା ସାର୍ଟ ପିନ୍ଧିଥିବା ଜଣେ ବ୍ୟକ୍ତି ନିଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଏବଂ ରାସ୍ତା କଡ଼ରେ ପଡ଼ିଥିବାର ଦଖା ଯାଉଛି। ଏହି ଭିଡିଓ ଯୁବକ ଜଣକ ଷ୍ଟ୍ରେଚର ଉପରେ […]
Continue Reading