ଡାକ୍ତର ବନ୍ଦନା ତିବାରିଙ୍କର ମୃତ୍ୟୁ କୋରୋନା ସଂକ୍ରମଣରୁ ନୁହେଁ ବରଂ ବ୍ରେନ ହାମ୍ରେଜ କାରଣରୁ ମୃତ୍ୟୁ ହୋଇଛି।
କୋରୋନା ପାଇଁ ବିଶ୍ୱରେ ଆତଙ୍କ ଦିନ କୁ ଦିନ ବଢ଼ିବାରେ ଲାଗିଛି। କୋରୋନା ସଂକ୍ରମଣରେ ଆକ୍ରାନ୍ତ ସଂଖ୍ୟା କମିବାର ନାଁ ଧରୁନି। କୋରୋନା ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ଡାକ୍ତର ମଧ୍ୟ ଏହି ରୋଗରେ ପିଡ଼ିତ ହେଉଛନ୍ତି। ଗଚ କିଛି ଦିନ ତଳି ରିୟାଜ ଉସମାନ ନାମକ ଜଣେ ପାକିସ୍ତାନି ଡାକ୍ତରଙ୍କର କୋରୋନା ଭାଇରସରେ ମୃତ୍ୟୁ ହୋଇଥିଲା।ଏବେ ଏପରି ଅନ୍ୟ ଅକ ଖବର ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଯେ, ବନ୍ଦନା ତିବାରି ନାମକ ଜଣେ ଡାକ୍ତର କୋରୋନା […]
Continue Reading