କ’ଣ ହାଇଡ୍ରୋକ୍ଳୋରୋକୁଇନ ପାଇଲା ପରେ ଆମେରିକାର ଛାତ୍ରଛାତ୍ରୀ ଏକତ୍ର ହୋଇ ଖୁସିରେ ଭାରତୀୟ ଜାତୀୟ ସଙ୍ଗୀତ ଗାଁ କରୁଛନ୍ତି? ଜାଣନ୍ତୁ ସତ୍ୟ।
ବର୍ତମାନ ସୋସିଆଲ ମିଡିଆରେ ଗୋଟିଏ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ଦେଖିବାକୁ ମିଳିଛି ଯେ କିଛି ବିଦେଶୀ ଲୋକ ଭାରତୀୟ ରାଷ୍ଟ୍ର ଗୀତ ଗାଉଛନ୍ତି। ଏହି ଭିଡିଓରେ ଏହା ଦାବି କରା ଯାଇଅଛି ଯେ ଭାରତ ଆମେରିକାକୁ ହାଇଡ୍ରୋକ୍ଳୋରୋକୁଇନ ଔଷଧ ଯୋଗାଣ କରିଲା ପରେ, ଆମେରିକାର ଛାତ୍ରଛାତ୍ରୀ ଏକତ୍ର ହୋଇ ଖୁସିରେ ଭାରତୀୟ ରାଷ୍ଟ୍ର ଗୀତ ଗାଁ କରୁଛନ୍ତି। COVID 19 ସହ ଲଢିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ଭାରତ କୁ ହାଇଡ୍ରୋକ୍ସିକ୍ଳୋରୋକୁଇନ […]
Continue Reading