କ’ଣ ଜଳ ବାୟୁରେ ପରିବର୍ତନ ଆସିବା କାରଣରୁ ପକ୍ଷୀ ମାନେ ରାସ୍ତାରେ ମରି ପଡିଛନ୍ତି? ଜାଣନ୍ତୁ ସତ୍ୟ।

ବର୍ତମାନ ସୋସିଆଲ ମିଡିଆରେ ଗୋଟିଏ ପୋସ୍ତ ଭାଇରାଲ ହେଉଛି। ଏହି ପୋଷ୍ଟରେ ଦେଖିବା କୁ ମିଳିଛି ଯେ ଗୋଟିଏ ସ୍ଥାନରେ ଅନେକ ଲୋକ ଛିଡ଼ା ହେଇଛନ୍ତି ଏବଂ ରାସ୍ତା ମଝିରେ ବହୁ ପରିମାଣର ପକ୍ଷୀ ମରି ପଡ଼ିଛନ୍ତି। ବିଗତ କିଛି ଦିନ ତଳେ ଏହି ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ କରି ଏହା ଦାବି କରା ଯାଇଅଛି ଯେ ବର୍ଷା ହେଇ ବରଫ ପଡ଼ିଥିବାରୁ ଚଢେଇ ମାନେ ମରିଗଲେ। ଏହି ପୋଷ୍ଟକୁ ଅଧିକ ରୁ ଅଧିକ ସ୍ଶରେ […]

Continue Reading

କୁକୁଡ଼ା ଛୁଆ ବୁଲୁଥିବା ଭାଇରାଲ ଭିଡ଼ିଓ ଆସାମର ନୁହେଁ ବରଂ ପାକିସ୍ତାନ,କରାଚିର ଅଟେ। ଭିଡ଼ିଓର କୋରୋନା ସହ କୌଣସି ସମ୍ପର୍କ ନାହିଁ।

ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେଉଛି। ଯେଉଁଥିରେ ହଜାର ସଂଖ୍ୟାର କୁକୁଡ଼ା ଛୁଆ ବୁଲୁଥିବାର ଦେଖା ଯାଉଛିନ୍ତି। ଭିଡ଼ିଓରେ ଦାବି କରାଯାଇଛି ଯେ, କରୋନା ପାଇଁ ଆସାମରେ ହଜାର ସଂଖ୍ୟାର ଅଣ୍ଡା ଫିଙ୍ଗି ଦେଇଥିଲେ। କିନ୍ତୁ ଭଗବାନଙ୍କ ଦୟାରୁ ଆସାମରେ ଆପେ ଆପେ କୁକୁଡ଼ା ଛୁଆ ହଜାର ସଂଖ୍ୟାରେ ଜନ୍ମ ନେଇଛନ୍ତି। ଏହି ପୋଷ୍ଟଟି ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି। କୋରୋନା ଆତଙ୍କରେ କୁକୁଡ଼ା ଅଣ୍ଡାକୁ ଫିଙ୍ଗି ଦିଆ ଯାଇଥିଲେ। ତଳେ ଭିଡ଼ିଓ ଦେଖନ୍ତୁ। ତେବେ […]

Continue Reading

ଗୁଜୁରାଟର ସୁରତରେ ପ୍ରବାଶି ଓଡ଼ିଆ ପ୍ରଦର୍ଶନ କରି ପୋଲିସ ଉପରେ ପଥର ପାକାଉଥିବା ଦାବିରେ ଭାଇରାଲ ହେଉଥିବା ଫୋଟୋ ପ୍ରକୃତରେ ମୁମ୍ବାଇର ପ୍ରଦର୍ଶନର ଅଟେ ।

କୋରୋନା ପାଇଁ ରାଜ୍ୟ ସରକାର ଓଡ଼ିଶା ବାହାରେ ଥିବା ଶ୍ରମିକମାନଙ୍କୁ ରାଜ୍ୟକୁ ଆଣିବା ପାଇଁ ବିଭିନ୍ନ ସକ୍ଷମ ପ୍ରସ୍ତୁତି କରିଛନ୍ତି। ଏଥି ମଧ୍ୟରେ କିଛି ଶ୍ରମିକ ବାହାର ରାଜ୍ୟରେ ଆନ୍ଦୋଳନରେ ବସି ଜାଇଛନ୍ତି। କିଛି ଶ୍ରମିକ ରାଜ୍ୟକୁ ଆସି ଗଲେଣି ତ କିଛି ଅନ୍ୟ ରାଜ୍ୟରେ ଫସି ରହିଛନ୍ତି। ଗୁଜୁରାଟର ଶିଳ୍ପ ନଗରୀ ସୁରତରୁ ପୁଣିଥରେ ପ୍ରବାସୀ ଶ୍ରମିକମାନେ ହିଂସାକାଣ୍ଡ ଆରମ୍ଭ କରି ଜେଲେଣି। 9 ମେ ରେ    Knews ପେଜରେ ଏକ ଫୋଟୋ ସହ […]

Continue Reading