ଇଫତାର ପାର୍ଟୀରେ ଜଣେ ହିନ୍ଦୁ ପୁରୋହିତଙ୍କ ପୁରୁଣା ଫୋଟୋକୁ ବିଭ୍ରାନ୍ତିକର ଦାବିରେ ଭାଇରାଲ କରାଯାଉଛି।

ଏହା ଲକଡାଉନରେ ମୁସ୍ଲିମମାନଙ୍କ ପର୍ବ ରୋଜା ଚାଲିଛି। ଏହାକୁ ନେଇ ସୋସିଆଲ ମିଡ଼ିଆରେ ଅନେକ ଫୋଟୋ ଭାଇରାଲ ହେଉଛି। ଏଥି ମଧ୍ୟରେ 23 ମେ ରେ ରାଷ୍ଟ୍ରବାଦୀ ପ୍ରଣୟ ଆର୍ଯ୍ୟ ନାମକ ଜଣେ ଫେସବୁକ ୟୁଜର ନିଜ ଆକାଉଣ୍ଟରେ ଜଣେ ସାଧୁଙ୍କ ଫୋଟୋ ପୋଷ୍ଟ କରିଛନ୍ତି। ପୋଷ୍ଟରେ ଦାବି କରିଛନ୍ତି ଯେ, ସ୍ୱାଧବୀ ପ୍ରଜ୍ଞାଙ୍କ ବିରୁଦ୍ଧରେ ଭୋପାଳ ଆସନରୁ ପ୍ରତିଦ୍ବନ୍ଦିତା କରୁଥିବା ଚରିତ୍ର ହୀନ ଦିଗ୍ଗବିଜୟ ସିଂ ପାଇଁ ନିର୍ବାଚନ ପ୍ରଚାର କରୁଥିଲା ଆଜି ଉତ୍ତରପ୍ରଦେଶରେ ମୌଲବୀ […]

Continue Reading

କ’ଣ ପୋଷ୍ଟ କରା ଯାଇଥିବା ବିମାନ ଦୁର୍ଘଟଣା ର ଫୋଟୋ କିଛି ଦିନ ତଳେ ଘଟିଥିଲା? ଜାଣନ୍ତୁ ସତ୍ୟ।

୨୨ ମେ ୨୦୨୦ ରେ ଜଣେ ଫେସବୁକ ୟୁଜର ଗୋଟିଏ ଫୋଟୋ ପୋଷ୍ଟ କରି ଏହା ଦାବି କରିଛନ୍ତି ଯେ ପାକିସ୍ତାନ ଇଣ୍ଟରନାସନାଲ ଏୟାରଲାଇନ୍ସ (ପିଆଇଏ)ର ଏକ ବିମାନ ଆଜି କରାଚୀଠାରେ ଦୁର୍ଘଟଣାଗ୍ରସ୍ତ ହୋଇଥିବାବେଳେ ଆଉ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି। ପିଆଇଏର ଏକ ବିମାନ ଗିଲଗିଟ ଏୟାରପୋର୍ଟରେ ଓହ୍ଲାଉଥିବାବେଳେ ରନେଓ୍ୱରୁ ଖସିଯାଇଥିଲା । ତେବେ ପାଇଲଟ ଉପସ୍ଥିତ ବୁଦ୍ଧି ଖଟାଇ ସ୍ଥିତିକୁ ନିୟନ୍ତ୍ରଣ କରିବା ସହ ଏକ ବଡ଼ଧରଣର ଦୁର୍ଘଟଣାକୁ ଏଡ଼ାଇଦେଇଥିଲେ । […]

Continue Reading

କ’ଣ ପାର୍ଲେ-ଜି ବିସ୍କୁଟ ପେକେଟରେ ଥିବା ଝିଅ ନିରୁ ଦେଶପାଣ୍ଡେଙ୍କ ସାନ ବେଳ ଫୋଟୋ? ଜାଣନ୍ତୁ ସତ୍ୟ।

ପାରଲେ ଜି ବିସ୍କୁଟ କୁ ପିଲାଠାରୁ ନେଇ ବୁଢା ପର୍ଯ୍ୟନ୍ତ ସବୁ ବର୍ଗ ର ଲୋକେ ଏହି ବିସ୍କୁଟ ଖାଇଥାନ୍ତି | ଅନେକ ଲୋକ ଙ୍କ ର ଏହା ପସନ୍ଦିତା ବ୍ରାଣ୍ଡ ଅଟେ | ଏହା ଆଗ ରୁ ଯେପରି ଥିଲା ଆଜି ବି ସେହିପରି ଅଛି | ଏହା ର ଡିଜାଇନ ରେ କିଛି ବି ପରିବର୍ତନ ହେଇ ନାହିଁ | ଏହି ପୋଷ୍ଟରେ କରା ଯାଇ ଥିବା ଦାବି ଅନୁସାରେ ଉପରେ ଯେଉଁ ପିଲାଟି […]

Continue Reading