କ’ଣ ଟାଇବାନ ଚୀନର ଗୋଟିଏ ସୁଖୋଇ ଯୁଧ୍ୟ ବିମାନକୁ ମାରି ଖସାଇଲା? ଜାଣନ୍ତୁ ସତ୍ୟ।
୪ ଅଗଷ୍ଟ ରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଗୋଟିଏ ଖବର ସାମନାକୁ ଆସିଛି ଯେଉଁଥିରେ ଏହା ଦାବି କରା ଯାଇଅଛି ଯେ ଚୀନର ୫ ଟି ସୁଖୋଇ ବିମାନ ଆକ୍ରମଣ ଉଦ୍ଦେଶ୍ୟରେ ତାଇୱାନ ଆକାଶରେ ପ୍ରବେଶ କରିଥିଲେ। ଏହାର ଉତ୍ତରରେ ତାଇୱାନ ପାଟ୍ରିଅଟ କ୍ଷେପଣାସ୍ତ୍ର ବ୍ୟବହାର କରି ଚୀନର ଗୋଟିଏ ବିମାନ ଧ୍ଵଂସ କରିଦେଇଛି। Facebook | Archive ଏହି ଘଟଣା ନେଇ ଫେସବୁକରେ ଗୋଟିଏ ଭିଡିଓ ମଧ୍ୟ ଭାଇରାଲ ହେଉଛି। ଉତ୍କଳ ସେନା ବିଜେପି […]
Continue Reading