କ’ଣ ଭାରତୀୟ ଜନତା ପାର୍ଟି ନିଜ ୟୁଟ୍ୟୁବ ଚ୍ୟାନାଲରୁ ନାପସନ୍ଦ କରିବା ବିକଳ୍ପ ବାହାର କରିଦେଇଛି? ଜାଣନ୍ତୁ ସତ୍ୟ।

ବିଗତ କିଛି ଦିନ ତଳେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ ୟୁଟ୍ୟୁବ ଭିଡିଓକୁ ଲୋକେ ନାପସନ୍ଦ କରିବା ପରେ ଏହି ବିଷୟ ନେଇ ସୋସିଆଲ ମିଡିଆରେ ଖୁବ ଚର୍ଚା ଚାଲିଛି। ମୋଦୀଜିଙ୍କ ବିରୋଧୀ ଏହି ଘଟଣା ନେଇ ସୋସିଆଲ ମିଡିଆରେ ଖୁବ ଆଲୋଚନା କରୁଛନ୍ତି। ୧୦ ସେପ୍ଟେମ୍ବର ରେ ଜେନ ଫେସବୁକ ୟୁଜର ଗୋଟିଏ ପୋଷ୍ଟରେ ଦାବି କରିଛନ୍ତି ଯେ ମୋଦୀଜିଙ୍କ ଭିଡିଓର ଏତେ ସଂଖ୍ୟାରେ ଆଲୋଚନା ହେଲା ପର ଭାରତୀୟ ଜନତା ପାର୍ଟି ୟୁଟ୍ୟୁବରୁ ନାପସନ୍ଦ […]

Continue Reading

ଜାଣନ୍ତୁ ରିୟା ଚକ୍ରବର୍ତ୍ତି ବାପାଙ୍କ ଟ୍ୱିଟର ପଛର ସତ୍ୟତା ।

ରିଆ ଚକ୍ରବର୍ତ୍ତି ଡ୍ରକ୍ସ ମାମଲାରେ ଗିରଫ ହେଲା ପରେ ତାଙ୍କ ପିତାଙ୍କ ନାମରେ ଏକ ଟ୍ୱିଟ ଭାଇରାଲ ହେଉଛି। ଯେଉଁଥିରେ ସେ କହୁଛନ୍ତି, କୌଣସି ପିତା ତା ଝିଅର ଗିରଫ ସହି ପାରିବନି। ମତେ ମରିଜିବା ଦରକାର। 9 ସେପ୍ଟେମ୍ବରରେ Odisha Exclusive ପେଜରେ ଏହାର ଏକ ଖବର ପ୍ରକାଶିତ କରାଯାଇଛି। ପୋଷ୍ଟର ଶିର୍ଷକରେ ଲେଖାଯାଇଛି ଯେ, ସମସ୍ତେ ମୋ ଝିଅକୁ ଫାଶୀର ଝୁଲାଇବାକୁ ଚାହାନ୍ତି, ମୋର ମରିଯିବା ଉଚିତ- ରିୟାଙ୍କ ବାପା।  ଆମ ଅନୁସନ୍ଧାନ ପୂର୍ବରୁ […]

Continue Reading

କ’ଣ ଅମିତାଭ ବଚ୍ଚନ ଟୁଇଟ କରି କଙ୍ଗନାଙ୍କ ବିଷୟରେ କିଛି କହିଛନ୍ତି କି? ଜାଣନ୍ତୁ ସତ୍ୟ।

ମୁମ୍ବାଇ ବିଏମସି କଙ୍ଗନା ରନାୱାତଙ୍କ କାର୍ଜ୍ଯାଲୟ ଭାଙ୍ଗିଲା ପରେ ଏହା ନେଇ ସୋସିଆଲ ମିଡିଆରେ ଖୁବ ଚର୍ଚା ଚାଲିଛି। ଅନେକ ଲୋକ କଙ୍ଗନାଙ୍କ ସମର୍ଥନ ମଧ୍ୟ କରୁଛନ୍ତି କିନ୍ତୁ କିଛି ଲୋକେ ତାଙ୍କ ବିରୋଧ କରୁଛନ୍ତି। କିଛି ଦିନ ପୂର୍ବରୁ ଏପରି ଗୋଟିଏ ପୋଷ୍ଟ ଭାଇରାଲ ହେଇହିଲା ଯେଉଁଥିରେ କର୍ଣୀ ସେନା କଙ୍ଗନାଙ୍କ ସମର୍ଥନ ଦେବା ପାଇଁ ଗାଡ଼ିରେ ଆସୁଥିବା ଦାବି କରା ଯାଇଅଛି। ଫେକ୍ଟ କ୍ରୀସ୍କେଣ୍ଡୋ ଓଡ଼ିଆ ସେହି ପୋଷ୍ଟକୁ ମିଥ୍ୟା ବୋଲି ପ୍ରମାଣ କରିଥିଲା।  […]

Continue Reading