ପୁରୁଣା ଫଟୋକୁ ଚାଷୀ ଏବଂ ଚାଷୀ ଆନ୍ଦୋଳନ ସହ ଜୋଡ଼ି ଭାଇରାଲ କରାଯାଉଛି।
ଦୁଇ ମାସ ଧରି ଚାଲିଆସୁଥିବା କୃଷକ ଆନ୍ଦୋଳନ 26 ଜାନୁଆରୀରେ ହିଂସାତ୍ମକ ରୂପ ନେଇଥିଲା। ଟ୍ରାକ୍ଟର ରାଲୀରେ ଆନ୍ଦୋଳନକାରୀମାନେ ବ୍ୟାରିକେଡ୍ ଭାଙ୍ଗି ଦିଲ୍ଲୀରେ ପ୍ରବେଶ କରି ଲାଲ କିଲା ସମେତ ଅନେକ ସ୍ଥାନରେ ଭଙ୍ଗାରୁଜା କରିଥିଲେ। ଏହି ହିଂସାରେ ବହୁ ପୋଲିସ କର୍ମଚାରୀ ଆହତ ହୋଇଥିବାବେଳେ ଜଣେ କୃଷକଙ୍କ ମୃତ୍ୟୁ ହୋଇଛି। ବିକ୍ଷୋଭକାରୀଙ୍କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସକୁ ଲାଠୀ ଚାର୍ଜ କରିବାକୁ ପଡ଼ିଲା। ଏହାକୁ ନେଇ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି, […]
Continue Reading