ପେଟ୍ରୋଲ ଦାମକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କର ଭାଇରାଲ ହେଉଥିବା ଭିଡିଓ ଏଡିଟେଡ ଅଟେ।
ଦେଶରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ବଢ଼ିବାକୁ ନେଇ ସୋସିଆଲ ମିଡିଆରେ ଅନେକ ଭିଡିଓ ଏବଂ ଖବର ଭାଇରାଲ ହେବାରେ ଲାଗିଛି। ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ପ୍ରାୟ 87 ଟଙ୍କା ଥିବାବେଳେ ଡିଜେଲର ମୂଲ୍ୟ ଲିଟର ପିଛା 77 ଟଙ୍କାରୁ ଅଧିକ ବୃଦ୍ଧି ପାଇଛି। ଏଥିମଧ୍ୟରେ ଅନ୍ୟ ଏକ ଭିଡିଓ ଭାଇରାଲ ହେବାଲେ ଲାଗିଛି ଭିଡିଓରେ ମୋଦୀ କନଫରେନ୍ସିଂ ମାଧ୍ୟମରେ ମରାଠୀ ଭାଷାରେ ଜଣେ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ହେଉଥିବା ନଜର ଆସିଛନ୍ତି। ଭିଡିଓକୁ […]
Continue Reading