ନିତିନ ଗଡ଼କର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗଣତନ୍ତ୍ର ବିରୋଧୀ ବୋଲି କହିଛନ୍ତି?
ସୋସିଆଲ ମିଡିଆରେ କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ବିବୃତ୍ତି ଦେଉଥିବାର ଶୁଣିବାକୁ ମିଳୁଛି। ଭିଡିଓ ସହ ଦାବି କରାଯାଉଛି ଯେ, ନିତିନ ଗଡକରୀ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ରାଗି ତାଙ୍କୁ ଗଣତନ୍ତ୍ର ବିରୋଧୀ ବୋଲି କହିଛନ୍ତି। ଆମ ଅନୁସନ୍ଧାନରେ ଭାଇରାଲ ଭିଡିଓ ସହ କରାଯାଇଛିବା ଦାବି ମିଥ୍ୟା ପ୍ରମାଣିତ ହେଲା। 11 ଫେବୃଆରିରେ […]
Continue Reading