କ’ଣ ଆନ୍ଦୋଳନକାରୀଙ୍କ ଉପରେ ପାଣି ତୋପରେ ଆକ୍ରମଣ କରୁଥିବା ଭିଡିଓ ଫ୍ରାନ୍ସ ଦେଶର ଭିଡିଓ ଅଟେ? ଜାଣନ୍ତୁ ସତ୍ୟ।
ବର୍ତ୍ତମାନ ସୋସିଆଲ ମିଡିଆରେ ଗୋଟିଏ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ କିଛି ଲୋକେ ଆନ୍ଦୋଳନ କରୁଥିବା ଦେଖିବାକୁ ମିଳିଛି। ଏହି ଆନ୍ଦୋଳନ ସମୟରେ ପୋଲିସ ଆନ୍ଦୋଳନକାରୀଙ୍କ ଉପରେ ପାଣି ତୋପରେ ଆକ୍ରମଣର ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଛି। ପୋଷ୍ଟର ଦାବି ଅନୁଯାୟୀ ଏହା ଫ୍ରାନ୍ସ ଦେଶର ଭିଡିଓ ଅଟେ। ଫେକ୍ଟ କୃସେଣ୍ଡୋ ପୋଷ୍ଟରେ କରା ଯାଇଥିବା ଦାବିକୁ ମିଥ୍ୟା ବୋଲି ପାଇଲା। କ’ଣ ଦାବି ଏହି ପୋଷ୍ଟର? ୩୧ ଜାନୁଆରୀରେ ଜଣେ ଫେସବୁକ ୟୁଜର ଗୋଟିଏ ଭିଡିଓ […]
Continue Reading