ଉତ୍ତରାଂଚଳ ବିଶ୍ୱବିଦ୍ୟାଳୟ ଛାତ୍ରମାନେ ଗ୍ରାଜୁଏସନ ଦିନରେ ବ୍ରିଟିସ ଏରାର କଳା କୋଟକୁ ନ ପିନ୍ଧି କୁର୍ତା ଏବଂ କମଳା ସ୍କାର୍ଫ ପିନ୍ଧିଥିଲେ ?
ସୋସିଆଲ ମିଡିଆରେ ହିନ୍ଦୁ ମୁସ୍ଲିମ ଏବଂ ଅନେକ ରାଜନୈତିକ ଖବରକୁ ନେଇ ଅନେକ ଫଟୋ ଏବଂ ଭିଡିଓ ମିଥ୍ୟା ଦାବିରେ ଭାଇରାଲ ହେବାରେ ଲାଗିଛି। ଏହି ପରି ଏକ ଫଟୋ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ଝିଅ ଫଟୋ ଉଠାଉଛି ଏବଂ ପଛରେ ଅନ୍ୟ ଛାତ୍ରମାନେ କମଳାଙ୍କର ସ୍କାର୍ଫ ପକାଇ କୁର୍ତା ପିନ୍ଧିଥିବାର ଦେଖାଯାଉଛିନ୍ତି। ଫଟୋରେ ଦାବି କରାଯାଇଛି ଯେ, ଉତ୍ତରାଂଚଳ ବିଶ୍ୱବିଦ୍ୟାଳୟ ଛାତ୍ରମାନେ ତାଙ୍କ ଗ୍ରାଜୁଏସନ ଦିନରେ ବ୍ରିଟିସ ଇରାରେ ପିନ୍ଧୁଥିବା କଳା କୋଟକୁ […]
Continue Reading