କ’ଣ ଭାଇରାଲ ହେଉଥିବା ଫୋଟୋ ମୁମ୍ବଇର ସ୍ଵାମୀ ନାରାୟଣ ମନ୍ଦିରରେ ନିର୍ମିତ ହେଇଥିବା କରୋନାର ଡାକ୍ତରଖାନାର ଫୋଟୋ ଅଟେ? ଜାଣନ୍ତୁ ସତ୍ୟ।
ଅନେକ ସାମାଜିକ ସଂଗଠନ କରୋନାର ଏହି ଦ୍ଵିତୀୟ ଲହର ସମୟରେ ଲୋକଙ୍କ ସେବା କରିବା ପାଇଁ ଆଗେଇ ଆସିଛନ୍ତି। ବର୍ତ୍ତମାନ ସୋସିଆଲ ମଇଦାରେ ଗୋଟିଏ ଫୋଟୋ ଭାଇରାଲ ହେବାରେ ଲାଗିଛି ଏବଂ ଦାବି କରା ଯାଇଅଛି ଯେ ମୁମ୍ବଇର ସ୍ଵାମୀ ନାରାୟଣ ମନ୍ଦିରରେ କରୋନା ରୋଗୀଙ୍କ ପାଇଁ ଏକ ଡାକ୍ତରଖାନା ସ୍ଥାପନ କରା ଯାଇଅଛି। ଫେକ୍ଟ କୃସେଣ୍ଡୋ ପୋଷ୍ଟରେ ଥିବା ଦାବିକୁ ମିଥ୍ୟା ବୋଲି ପାଇଲା। କ’ଣ ଦାବି ଏହି ପୋଷ୍ଟର? ମୁମ୍ବାଇର ସ୍ବାମିନାରାୟଣ ମନ୍ଦିର କୁ […]
Continue Reading