କ’ଣ 5ଜି ଟେଷ୍ଟିଙ୍ଗ ସମୟରେ ବାହାରୁଥିବା ବିକିରଣ କାରଣରୁ ପକ୍ଷୀ ମାନଙ୍କ ମୃତ୍ୟୁ ହେଉଛି? ଜାଣନ୍ତୁ ସତ୍ୟ।
ଦେଶରେ ଟେକ୍ନୋଲୋଗୀ ଦିନକୁ ଦିନ ଆଗେଇ ଚାଲିଛି। ଗତ କିଛି ବର୍ଷରେ ଟେଲିକମ୍ କମ୍ପାନୀ ୨ଜି ରୁ ୩ଜି ଏବଂ ଏହା ପରେ ୪ଜି ସୁବିଧା ଦେଇଅଛି। ବର୍ତ୍ତମାନ ସୂଚନା ମିଳିଛି ଯେ ଗ୍ରାହକ ମାନଙ୍କ ପାଇଁ ୫ଜି ସୁବିଧା ଯୋଗାଇବାର ବାର୍ତ୍ତା ଚାଲିଛି। ଟେଲିକମ୍ ବିଭାଗ ଏବଂ ଭାରତ ସରକାରର ଯୋଗାଯୋଗ ମନ୍ତରାଳୟ କହିଛି ଯେ ୫ଜି ପରୀକ୍ଷଣ ପାଇଁ ଅନୁମୋଦନ ଦିଆଯାଇଛି ଏବଂ ଟେଲିକମ୍ କମ୍ପାନୀ ଗୁଡ଼ିକ ଏହି ପରୀକ୍ଷା ପାଇଁ ଏହି ସପ୍ତାହରେ […]
Continue Reading