କ’ଣ ଏହି ଭିଡିଓ ଉତ୍ତର ମେରୁରେ ଚନ୍ଦ୍ର ସୂର୍ଯ୍ୟକୁ ଅତିକ୍ରମ କରୁଥିବା ଦୃଶ୍ୟ ଅଟେ? ଜାଣନ୍ତୁ ସତ୍ୟ।

ଏକ ବିରାଟ ଚନ୍ଦ୍ର ସୂର୍ଯ୍ୟର ପରିକ୍ରମା କରୁଥିବା ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଚନ୍ଦ୍ର ଗ୍ରହଣ କରିବା ପୂର୍ବରୁ ଏବଂ ଅନ୍ଧକାର କରିବା ପୂର୍ବରୁ ପୃଥିବୀ ପୃଷ୍ଠରୁ ଅତି ନିକଟରେ ଦେଖା ଯାଉଅଛି। ସୋସିଆଲ ମିଡିଆ ବ୍ୟବହାରକାରୀ ମାନେ ଦାବି କରୁଛନ୍ତି ଯେ ଏହି ଦୃଶ୍ୟ ଉତ୍ତର ମେରୁର ଅଟେ।  ଫେକ୍ଟ କ୍ରିଷେଣ୍ଡୋ ଭାଇରାଲ ହେଉଥିବା ଏହି ଭିଡିଓର ଦାବିକୁ ମିଥ୍ୟା ବୋଲି ପାଇଲା।  Facebook | Archive ଆମ ଅନୁସନ୍ଧାନ:  […]

Continue Reading

କ’ଣ ଭାଇରାଲ ହେଉଥିବା ଏହି ଭିଡିଓ ୟାସ ବାତ୍ୟାର ଭିଡିଓ ଅଟେ? ଜାଣନ୍ତୁ ସତ୍ୟ।

ଏହି ମାସ ଭାରତକୁ ଦୁଇଟି ବାତ୍ୟାର ବିନାଶର ସାମନା କରିବାକୁ ପଡ଼ିଛି। ପ୍ରଥମେ ଆରବ ସାଗରରେ ଜନ୍ମ ନେଇଥିବା ଟାଉତେ ବାତ୍ୟା କେରଲ, ମହାରାଷ୍ଟ୍ର ଏବଂ ଗୁଜୁରାତରେ ବିନାଶ ସୃଷ୍ଟି କରି ସାରିଲା ପରେ କିଛି ଦିନ ପୂର୍ବରୁ ବଙ୍ଗୋପ ସାଗରରେ ୟାସ ବାତ୍ୟା ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ପ୍ରଭାବିତ କରିଥିଲା। ବର୍ତ୍ତମାନ ସୋସିଆଲ ମିଡିଆରେ ଗୋଟିଏ ଭିଡିଓ ଦେଖିବାକୁ ମିଳିଛି ଯେଉଁଟା ୟାସ ବାତ୍ୟା ସମୟରେ ଓଡ଼ିଶାର ବାଲାସୋର ଜିଲାର ଦୃଶ୍ୟ ଦାବି ସହିତ ଭାଇରାଲ […]

Continue Reading