କ’ଣ ଇସ୍ରାଏଲ, ଲିବିୟା ଓ ତୁର୍କୀ ମଧ୍ୟରେ ଲେଜର ରଶ୍ମି ଯୁଦ୍ଧ ଚାଲିଛି ? ଜାଣନ୍ତୁ ସତ୍ୟତା।
ଇସ୍ରାଏଲ , ଲିବିୟା ଏବଂ ତୁର୍କୀ ମଧ୍ୟରେ ହୋଇଥିବା ବିବାଦିୟ ଘଟଣା ସମ୍ପର୍କରେ ସୋସିଆଲ ମିଡିଆରେ ଅନେକ ଖବର ଭାଇରାଲ ହେବାରେ ଲାଗିଛି। ଏହି ପରି ଏକ ଭିଡିଓ ଭାଇରାଲ ହେଉଛି , ଯେଉଁଥିରେ ଲେଜର ରଶ୍ମି ଦ୍ୱାରା ଯୁଦ୍ଧ କରାଯାଉଥିବାର ଦେଖାଯାଉଛି। ଭିଡିଓରେ ଦାବି କରାଯାଇଛି ଯେ, ଲେଜର ରଶ୍ମି ଯୁଦ୍ଧ ଇସ୍ରାଏଲ, ଲିବିୟା ଓ ତୁର୍କୀ ମଧ୍ୟରେ। ଆମ ଅନୁସନ୍ଧାନରେ ଭାଇରାଲ ଭିଡିଓରେ କରାଯାଇଥିବା ଦାବି ମିଥ୍ୟା ଅଟେ। 20 ମଇରେ Arya Yajnadatta […]
Continue Reading