କ’ଣ ମାଲେସିଆର ସ୍ୱାସ୍ଥ୍ୟମନ୍ତ୍ରୀ କୋଭିଡ-୧୯ ରୋଗକୁ ପତ୍ନୀ ମାନଙ୍କ ସହିତ ତୁଳନା କରିଛନ୍ତି? ଜାଣନ୍ତୁ ସତ୍ୟ।
ସୋସିଆଲ ମିଡିଆରେ ଗୋଟିଏ ଭିଡିଓ ଭାଇରାଲ ହେଉଥିବା ଦେଖିବାକୁ ମିଳିଛି। ଏହି ଭିଡିଓରେ ଜଣେ ବ୍ୟକ୍ତି କହୁଛନ୍ତି ଯେ “କରୋନା ପତ୍ନୀ ମାନଙ୍କ ପରିକା। ପ୍ରଥମେ ଆପଣ ତାକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରନ୍ତି କିନ୍ତୁ ଆପଣ ପଛେ ଅନୁଭବ କରନ୍ତି ଯେ ଆପଣ ଏହାକୁ ନିୟନ୍ତ୍ରଣ କରି ପାରିବେ ନାହିଁ। ଏହା ପରେ ଆପଣ ତା ସ୍ସାହିତ ରହିବା ଶିଖି ଯିବେ।” ଫ୍ୟାକ୍ଟ କ୍ରିଷେଣ୍ଡୋ ପୋଷ୍ଟରେ କରା ଯାଇଥିବା ଦାବିକୁ ମିଥ୍ୟା ବୋଲି ପାଇଲା। Facebook […]
Continue Reading