ସୋନିଆ ଗାନ୍ଧୀଙ୍କ ପଛରେ ଠିଆ ହୋଇଥିବା ବ୍ୟକ୍ତି ଇଟାଲୀୟ ବ୍ୟବସାୟୀ ଅଟ୍ଟାଭିଓ କ୍ୱାତ୍ରୋଚି ?

ସୋସିଆଲ ମିଡିଆରେ  କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏବଂ ତାଙ୍କ ପୁଅ ରାହୁଲ ଗାନ୍ଧୀଙ୍କ ସହ ଏକ ପୁରୁଣା ଫଟୋ ଭାଇରାଲ ହେଉଛି। ପୋଷ୍ଟରେ ଦାବି କରାଯାଇଛି ଯେ, ସୋନିଆ ଗାନ୍ଧୀଙ୍କ ପଛରେ ଠିଆ ହୋଇଥିବା ବ୍ୟକ୍ତି ହେଉଛନ୍ତି ଇଟାଲୀୟ ବ୍ୟବସାୟୀ ଅଟ୍ଟାଭିଓ କ୍ୱାତ୍ରୋଚି। ଆମ ଅନୁସନ୍ଧାୱରେ ଭାଇରାଲ୍ ପୋଷ୍ଟରେ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା। ବାସ୍ତବରେ ସୋନିଆ ଗାନ୍ଧୀଙ୍କ ସହ ରାହୁଲ ଗାନ୍ଧୀ ଛିଡା ହୋଇଛନ୍ତି। ଭାଇରାଲ ଫଟୋ 1996 ସମୟର ଅଟେ।  ଆମକୁ […]

Continue Reading

ନଦୀରେ ଲୋକ ଭାସି ଯାଉଥିବା ଭିଡିଓ ୟସ୍ ବାତ୍ୟା ସମୟର ଅଟେ ?

ସୋସିଆଲ ମିଡିଆରେ ୟସ୍ ବାତ୍ୟାର କିଛି ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ କିଛି ଲୋକ ପାଣିରେ ବହି ଯାଉଥିବାର ଦେଖିବାକୁ ମିଳୁଛି। ପୋଷ୍ଟରେ ଦାବି କରାଯାଉଛି ଯେ, ଭାଇରାଲ ଭିଡିଓ ୟସ୍ ବାତ୍ୟା ସମୟର ଅଟେ। ଆମ ଅନୁସନ୍ଧାନରେ ଭାଇରାଲ ପୋଷ୍ଟରେ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଇଛି।  28 ମେରେ Amita Mohanty ନାମକ ଜଣେ ଫେସବୁକ ୟୁଜର ଭାଇରାଲ ଭିଡିଓ ପୋଷ୍ଟ କରିଛନ୍ତି। ପୋଷ୍ଟରେ ଭାଇରାଲ ଭିଡିଓ ୟସ୍ ସାଇକ୍ଲୋନ ସମୟର ଦାବିରେ […]

Continue Reading