କ’ଣ ଫୋଟୋରେ ମାସ୍କ ଚେକିଙ୍ଗ କରୁଥିବା ଜଣେ ପୋଲିସଙ୍କୁ ଲୋକେ ଆକ୍ରମଣ କରିଛନ୍ତି? ଜାଣନ୍ତୁ ସତ୍ୟ।

କୋଭିଡରୁ ଲୋକଙ୍କ ସୁରକ୍ଷା ପାଇଁ ସରକାର ପ୍ରତ୍ୟେକ ଥର ବାହାରକୁ ଯିବାବେଳେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି। କିନ୍ତୁ ସାମ୍ପ୍ରତିକ ଖବରରେ ଆମେ ଅନେକ ପରିସ୍ଥିତି ଦେଖିଛୁ ଯେତେବେଳେ ଲୋକମାନେ ଏହି ନିୟମ ପାଳନ କରି ନାହାନ୍ତି। ମାସ୍କ ନ ପିନ୍ଧିଥିବା ଲୋକମାନଙ୍କ ପାଇଁ ସରକାର ଜରିମାନା ଆଦାଯ କରିବା ନିର୍ଣଯ ପରେ ପୋଲିସକୁ ବହୁତ କଠୋର କାର୍ଯ୍ୟାନୁଷ୍ଠାନଗ୍ରହଣ କରୁଥିବା ଦେଖିବାକୁ ମିଳିଛି। ଭାଇରାଲ ହେଉଥିବା  ଏହି ପୋଷ୍ଟରେ ଦେଖିବାକୁ ମିଳିଛି ଯେ ଜଣେ ବ୍ୟକ୍ତି ପୋଲିସଙ୍କ […]

Continue Reading

2013 ମସିହା ଭିଡିଓକୁ ଅଭିନେତା ଦିଲୀପ କୁମାରଙ୍କର ହସ୍ପିଟାଲରେ ଶେଷ ମୁହୂର୍ତ୍ତ ଭିଡିଓ ଦାବିରେ ଭାଇରାଲ ।

ଦୀର୍ଘ ଦିନଧରି ଅସୁସ୍ଥତା ପରେ ଅଭିନେତା ଦିଲୀପ କୁମାରଙ୍କର 7 ଜୁଲାଇରେ  ମୁମ୍ବାଇର ଏକ ଡାକ୍ତରଖାନାରେ ଦେହାନ୍ତ ହୋଇଛି। ଏହାକୁ ନେଇ ସୋସିଆଲ ମିଡିଆରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ୟୁଜରର୍ସମାନେ ଅନେକ ଫଟୋ ଏବଂ ଭିଡିଓ ପୋଷ୍ଟ କରିଥିଲେ। ଏଥିମଧ୍ୟରେ ଅନ୍ୟ ଏକ ଭିଡିଓ ଭାଇରାଲ ହେଲା ଯେଉଁଥଇରେ  ଡାକ୍ତରଖାନାର ଶଯ୍ୟାରେ ଅଭିନେତା ଦିଲିପ କୁମାରଙ୍କୁ ତାଙ୍କ ପତ୍ନୀ ସାଇରା ବାନୁ ଖାଇବାକୁ ଦେଉଛନ୍ତି।  ଭିଡିଓରେ ଦାବି କରାଯାଇଛି ଯେ, ଏହା ଡାକ୍ତରଖାନାରେ ଦିଲୀପ କୁମାରଙ୍କ […]

Continue Reading