ଭିଡିଓରେ କ’ଣ ନେପାଳର ସାଂସଦ ମୋଦୀଙ୍କ ସମାଲୋଚନା କରୁଛନ୍ତି ?
ନରେନ୍ଦ୍ର ମୋଦୀଙ୍କୁ ସମାଲୋଚନା କରୁଥିବା ଜଣେ ରାଜନେତାଙ୍କ ସର୍ଟ କ୍ଲିପ୍ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଦାବି କରାଯାଉଛି ଯେ, ନେପାଳ ସଂସଦରେ ପ୍ରଧାନମନ୍ତ୍ରୀ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଜଣେ ନେପାଳ ଏମପି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରୁଛନ୍ତି। ଆମ ଅନୁସନ୍ଦାନରେ ଭାଇରାଲ ଭିଡିଓରେ କରାଯାଇଥିବା ଦାବି ମିଥ୍ୟା ଅଟେ। 18 ଜୁଲାଇରେ Gurukrushna Dash ନାମକ ଜଣେ ଫେସବୁକ ୟୁଜର ଭାଇରାଲ ଭିଡିଓ ପୋଷ୍ଟ କରିଛନ୍ତି। ପୋଷ୍ଟରେ ଲେଖାଯାଇଛି ଯେ, ମୋଦି ବିଜେପି […]
Continue Reading