କଂଗ୍ରେସଠାରୁ ସ୍ୱାଧିନତା ମାଗୁଥିବା ମୁସ୍ଲିମ ମହିଳା କିଏ? ଜାଣନ୍ତୁ ସତ୍ୟତା।

ବୁର୍କାର ଜଣେ ମହିଳା ‘ଆଜାଦି’ର ସ୍ଲୋଗାନ ଦେଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଗାନ୍ଧୀ ଏବଂ ଅନ୍ୟ ବିରୋଧୀଦଳର ନେତାଙ୍କଠାରୁ ସ୍ୱାଧୀନତା ମାଗୁଥିବାର ଦେଖାଯାଉଛନ୍ତି। ହିନ୍ଦୀ କ୍ୟାପସନରେ ଲେଖାଅଛି, ମୁସ୍ଲିମ ଲୋକମାନେ ରାହୁଲ ଗାନ୍ଧୀଙ୍କଠାରୁ ସ୍ୱାଧୀନତା ଚାହୁଁଛନ୍ତି ଏବଂ ସେମାନଙ୍କୁ ସାହାଯ୍ୟ ଯୋଗାଇ ଦିଆଯାଉ।ଭିଡିଓରେ ଥିବା ମହିଳା କହୁଛନ୍ତ “ଭାରତ ମାତା କି ଜୟ, ଆମକୁ ରାହୁଲ ଗାନ୍ଧୀଙ୍କଠାରୁ ସ୍ୱାଧୀନତା, ଅଖିଳେଶଙ୍କଠାରୁ ସ୍ୱାଧୀନତା, ମାୟା (ମାୟାବତୀ) ଦିଦିଙ୍କଠାରୁ ସ୍ୱାଧୀନତା ଦରକାର। ଆମ ଅନୁସନ୍ଧାନରେ […]

Continue Reading

କ’ଣ ଭାଇରାଲ ଭିଡିଓ ସିନେମା ଜଗତ ସୁପରସଷ୍ଟାର ପୁନୀତ ରାଜକୁମାରନ ସେଶ ମୂହୁର୍ତ୍ତର ଭିଡିଓ ଅଟେ? ଜାଣନ୍ତୁ ସତ୍ୟ।

କିଛି ଦିନ ପୁରରୁ କନ୍ନଡ ଚଳଚିତ୍ର ସୁପରଷ୍ଟାର ପୁନୀତ ରାଜକୁମାରଙ୍କ ମୃତ୍ୟୁ ପରେ ସିନେମା ଜଗତ ଦୁଖିତ ହୋଇଥିଲା। ଭୟଙ୍କର ହୃଦୟଘାତ ପରେ ବାଙ୍ଗାଲୋରରେ ତାଙ୍କର ମୃତ୍ୟୁ ଘଟିଥିଲା।  ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଏକ ବ୍ୟକ୍ତି ସିଢିରେ ବସିଛନ୍ତି ଏବଂ ସେ ଅସହାଯ ଅନୁଭବ କରୁଥିବା ଜଣା ପଡୁଛି। କିଛି ସମୟ ପରେ ସେ ତଳେ ପଡିଯିବା ଦୃଶ ଦେଖିବାକୁ ମିଳିଛି। ଏହି ଭିଡିଓ ପୋସ୍ତ କରି ୟାଦବ ପ୍ରକାଶ କୁମାର […]

Continue Reading