କ’ଣ ଭିଡିଓରେ ଥିବା ଦୃଶ୍ୟ ପ୍ରବଳ ବର୍ଷାରେ ପ୍ରଭାବିତ ହେଇଥିବା ଚେନ୍ନାଇ ବିମାନ ବନ୍ଦରର ଅଟେ? ଜାଣନ୍ତୁ ସତ୍ୟ।
ବଂଗୋପ ସାଗରରେ ଲଘୁଚାପ ନେଇ ଦେଶର ପୂର୍ବ ସମୁଦ୍ର କୁଳ ଅଞ୍ଚଳ ପ୍ରବଳ ବର୍ଷାର ସାମନା କରୁଛି। ଏହା ମଧ୍ୟରୁ ଛେନାଇର ନାମ ମଧ୍ୟ ଆସିଛି। ବର୍ଷା କାରଣରୁ ସହରରେ ଅନେକ ସ୍ଥାନରେ ପାଣି ଜମି ରହିଥିବାରୁ ସ୍ଥାନୀୟ ଲୋକଙ୍କୁ କଠିନ ପରିସ୍ଥିତିର ସାମନା କରିବାକୁ ପଡୁଛି। ଏହା ନେଇ ସୋସିଆଲ ମିଡିଆରେ ଅନେକ ଭିଡିଓ ଏବଂ ପୋଷ୍ଟ ଦେଖିବାକୁ ମିଳିଛି। ବର୍ତ୍ତମାନ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଦେଖିବାକୁ ମିଳିଛି ଯେ ଏକ ବିମାନ […]
Continue Reading