କ’ଣ ଭାରତ ପାଇଁ ବ୍ରୋଞ୍ଜ ପଦକ ଜିତିଥିବା ହରିୟାଣାର କୁସ୍ତିଯୋଦ୍ଧା ନିଶା ଦାହିୟାଙ୍କର ହତ୍ୟା ହୋଇଛି? ଜାଣନ୍ତୁ ସତ୍ୟ।
ନିକଟରେ ହରିୟାଣାର କୁସ୍ତିଯୋଦ୍ଧା ନିଶା ଦାହିୟାଙ୍କ ବିଷୟରେ ଏକ ସୂଚନା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଯାହା ଖେଳ ଜଗତ ଏବଂ ଦେଶବାସୀଙ୍କୁ ନିରାଶ ଏବଂ ଆଶ୍ଚର୍ଯ୍ୟ କରିଛି। ସୋସିଆଲ ମିଡିଆରେ ନିଶା ଦାହିୟାଙ୍କ ଏକ ଫୋଟୋ ପୋଷ୍ଟ କରି ଏହା ଦାବି କରାଯାଇଛି ଯେ ନିକଟରେ ତାଙ୍କ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ କୌଣସି ରୋଗ ନେଇ ହେଇ ନାହିଁ ବରଂ ତାଙ୍କର ନିର୍ମମ ଭାବରେ ହତ୍ୟା କରା ଯାଇଛି। ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ […]
Continue Reading