କ’ଣ ଏହି ଫୋଟୋ ମଡେଲ୍ ନ୍ୟାକିମ୍ ଗେତ୍ୱେକଙ୍କର ଯିଏ ବିଶ୍ଵର ସବୁଠାରୁ କଳା ମହିଳା ହେତୁ ଗିନିଜ୍ ବୁକ୍ ଅଫ୍ ୱାର୍ଲ୍ଡ ରେକର୍ଡ ଜିତିଛନ୍ତି? ଜାଣନ୍ତୁ ସତ୍ୟ।
ସୋସିଆଲ ମିଡିଆରେ ଜଣେ ମହିଳାଙ୍କ ଫୋଟୋ ଭାଇରାଲ ହେଉଛି। ସେହି ମହିଳାଙ୍କ ବିଷୟରେ ଦାବି କରି କୁହା ଯାଇଛି ଯେ ସେ ହେଉଛନ୍ତି ଜଣେ ୨୭ ବର୍ଷୀୟ ଦକ୍ଷିଣ ସୁଦାନ ଦେଶର ଏକ ମଡେଲ୍ ନ୍ୟାକିମ୍ ଗେତ୍ୱେକ୍ ଯିଏ ନିଜ ଚର୍ମ ରଙ୍ଗ ନେଇ ଗିନିଜ୍ ବୁକ୍ ଅଫ୍ ୱାର୍ଲ୍ଡ ରେକର୍ଡ ଜିତିଛନ୍ତି। ନ୍ୟାକିମଙ୍କୁ ଅନ୍ଧକାରର ରାଣୀ ବୋଲି ମଧ୍ୟ ନାମିତ କରା ଯାଇଛି। ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। Facebook | […]
Continue Reading