କ’ଣ ଭାଇରାଲ ଭିଡିଓ ୨୦୧୯ ମସିହାରେ ପୁଲୱାମା ଆତଙ୍କବାଦୀ ଆକ୍ରମଣର ଦୃଶ୍ୟ ଦର୍ଶାଉଛି? ଜାଣନ୍ତୁ ସତ୍ୟ।
ସୋସିଆଲ ମିଡିଆରେ ବର୍ତ୍ତମାନ ଏକ ସିସିଟିଭି ଫୁଟେଜ୍ ର ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ରାସ୍ତାରେ କିଛି ଗାଡି ଚାଲୁଥିବା ସମୟରେ ଏକ ବିସ୍ଫୋରଣ ହେଉଛି। ଭିଡିଓ ସେୟାର କରି ଦାବି କରା ଯାଇଛି ଯେ ଏହି ଭିଡିଓ ୧୪ ଫେବୃଆରି୨୦୧୯ ମସିହାରେ ପୁଲୱାମାରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୃଶ୍ୟ ଅଟେ। ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ShareChat | Archive ଆମ ଅନୁସନ୍ଧାନ: ଭାଇରାଲ ଭିଡିଓର ସତ୍ୟତା ଜାଣିବା ପାଇଁ […]
Continue Reading