ବନାରସରେ ତାଲିମ ପାଇଁ ଇଭିଏମ୍ ମେସିନଗୁଡିକ ନିଆଯାଉଥିବା ଭିଡିଓକୁ ନିର୍ବାଚନ ସମୟରେ ଇଭିଏମ୍ ସ୍କାମ୍ ହେଉଥିବା ଦାବି ସହିତ ଭାଇରାଲ କରା ଯାଉଛି।
ଉତ୍ତରପ୍ରଦେଶ ନିର୍ବାଚନ ଶେଷ ହୋଇ ଏହାର ପରିଣାମ ମଧ୍ୟ ଆସି ସାରିଛି। ଉତ୍ତରପ୍ରଦେଶରେ ବିଜେପି ନିର୍ବାଚନ ଜିତିବା ପରେ ସପା ନେତା ଅଖିଲେଶ ଯାଦବ ଏବଂ ଅନ୍ୟାନ୍ୟ ନେତା ବିଜେପି ଉପରେ ଇଭିଏମ୍ ସ୍କାମ୍ ଅଭିଯୋଗ ଲଗାଇଛନ୍ତି। ସୋସିଆଲ ମିଡିଆରେ ଏକ କିଡେଓ ଭାଇରାଲ ହେଉଛି ଯେଉଁଥିରେ ଦାବି କରା ଯାଇଛି ଯେ ବାରାଣାଶୀରେ ଇଭିଏମ୍ ବଦଲାଉଥିବାର ଏକ ବଡ ଷଡଯନ୍ତ୍ରର ପରଦା ଫାଶ କରା ଯାଇଛି। ଭାଇରାଲ ଭିଡିଓରେ କିଛି ଲୋକେ ଇଭିଏମ୍ ଟ୍ରକ୍ ଉପରେ […]
Continue Reading