ପ୍ରଧାନମନ୍ତ୍ରୀ ମୋଦୀଙ୍କର ଏକ ପୁରୁଣା ଭାଷଣକୁ ଜ୍ଞାନବାପୀ ମସଜିଦ ବିବାଦ ପ୍ରସଙ୍ଗରେ ଭାଇରାଲ କରା ଯାଉଛି।
ବାରତାମାନ ଜ୍ଞାନବାପି ମସଜିଦ ବିବାଦ ବିବାଦ ଉପରେ ଚର୍ଚ୍ଚା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। କିଛି ଦିନ ପୂର୍ବରୁ ଉତ୍ତରପ୍ରଦେଶର ଜ୍ଞାନବାପି ମସଜିଦରେ ଶିବଲିଙ୍ଗ ମିଳିଥିବା ଦାବି ପରେ ସୋସିଆଲ ମିଡିଆରେ ଅନେକ ପୋଷ୍ଟ ଏବଂ ଭିଡିଓ ଦେଖିବାକୁ ମିଳୁଛି। ଏହା ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ଏକ ଭାଷଣର ଭିଡିଓ ଭାଇରାଲ ହେଉଛି। ଭିଡିଓ ଭାଇରାଲ କରି ଦାବି କରା ଯାଇଛି ଯେ ପ୍ରଧାନମନ୍ତ୍ରୀ ଜ୍ଞାନବାପି ମସଜିଦ ବିବାଦ ନେଇ ଲୋକଙ୍କୁ ସମ୍ବୋଧିତ କରୁଛନ୍ତି। ଫ୍ୟାକ୍ଟ କୃସେଣ୍ଡୋ […]
Continue Reading