କ’ଣ ଭିଡିଓରେ ପ୍ରଧାନମନ୍ତ୍ରୀ ମୋଦୀ ମୁଗଳ ରାଜା ଔରଙ୍ଗଜେବଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି? ଜାଣନ୍ତୁ ସତ୍ୟ।
ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଦାବି ଅନୁଯାୟୀ ମୋଦୀଜି ମୁଗଲ ରାଜା ଔରଙ୍ଗଜେବଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ଫ୍ୟାକ୍ଟ କୃସେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। କ’ଣ ଦାବି କରା ଯାଇଛି ଏହି ପୋଷ୍ଟରେ? ୨୨ ମଇ ୨୦୨୨ ରେ ଜଣେ ସୋସିଆଲ ମିଡିଆ ବ୍ୟବହାରକାରୀ ଏକ ଭିଡିଓ ସେୟାର କରି କହିଛନ୍ତି ଯେ ଏହି ଭିଡିଓ ରେ ପ୍ରଧାନମନ୍ତ୍ରୀ ମୋଦୀ ମୁଗଲ ରାଜା ଔରଙ୍ଗଜେବଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ନିମ୍ନରେ […]
Continue Reading