କ’ଣ ଭାଇରାଲ ଫୋଟୋରେ ନାଗା ସାଧୁ ମାନେ ନୁପୁର ଶର୍ମାଙ୍କ ସମର୍ଥନରେ ପ୍ରଦର୍ଶନ କରୁଛନ୍ତି? ଜାଣନ୍ତୁ ସତ୍ୟ।
ନୁପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ପରେ ଦେଶରେ ସମ୍ପ୍ରଦାୟିକ ବିଦ୍ରୋହର ଅନେକ ମାମଲା ସାମନାକୁ ଆସିଛି। ଏହା ମଧ୍ୟରେ କିଛି ଗୋଷ୍ଠୀ ଲୋକେ ତାଙ୍କ ସମର୍ଥନରେ ମଧ୍ୟ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ସୋସିଆଲ ନାଗା ସାଧୁ ମାନଙ୍କ ଏକ ଫୋଟୋ ଭାଇରାଲ ହେଉଛି ଯାହା ସହିତ ଦାବି କରା ଯାଇଛି ଯେ ସେମାନେ ନୁପୁର ଶର୍ମାଙ୍କ ସମର୍ଥନରେ ପ୍ରଦର୍ଶନ କରୁଛନ୍ତି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଛି। ୨୦୧୪ ମସିହାର […]
Continue Reading