କ’ଣ ଏହା ନେପାଳରେ ହେଇଥିବା ବିମାନ ଦୁର୍ଘଟଣା ସ୍ଥଳର ଦୃଶ୍ୟ ଅଟେ? ଜାଣନ୍ତୁ ସତ୍ୟ।
ନିକଟରେ ନେପାଳରେ ଏକ ବିମାନ ଦୁର୍ଘଟଣାରେ ୬୮ ଲୋକଙ୍କ ମୃତ୍ୟୁ ହେଇଥିବା ଖବର ସାମନାକୁ ଆସିଛି। ଏହା ଘଟିବା ପରେ ସୋସିଆଲ ମିଡିଆରେ ଅନେକ ପୋଷ୍ଟ ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏପରି ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେଉଛି ଯେଉଁଥିରେ ଏକ ବିମାନ ଭଙ୍ଗାରୁଜା ଅବସ୍ଥାରେ ରାସ୍ତାରେ ପଡିଛି। ଦାବି କରା ଯାଉଛି ଯେ ଏହା ନେପାଳରେ ଘଟିଥିବା ବିମାନ ଦୁର୍ଘଟଣାର ଭିଡିଓ ଅଟେ। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି […]
Continue Reading