କ’ଣ ଏହି ଭିଡିଓରେ କେଜ୍ରିୱାଲ ପାକିସ୍ତାନ ସମର୍ଥନରେ ଭାଷଣ ଦେଉଛନ୍ତି? ଜାଣନ୍ତୁ ସତ୍ୟ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଭାଷଣର ଏକ କ୍ଲିପ ଭାଇରାଲ ହେବାରେ ଲାଗିଛି। ଏଥିରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଅମିତ ଶାହା ପୁଣି ଥରେ ନିର୍ବାଚନରେ ଜିତିଲେ ପାକିସ୍ତାନ ନଷ୍ଟ ହୋଇଯିବ ବୋଲି ଦର୍ଶାଯାଇଛି। ସୋସିଆଲ ମିଡିଆରେ କିଛି ଉପଭୋକ୍ତା ଏହି କ୍ଲିପକୁ ସତ ବୋଲି ଭାବି ସେୟାର କରୁଛନ୍ତି | ଭିଡିଓରେ ଆମକୁ ଶୁଣିବାକୁ ମିଳିଲା ଯେ କେଜ୍ରିୱାଲ୍ କହୁଛନ୍ତି, “ମୁଁ ଯେତେ ଭାବୁଛି ମୋର ଦେହ ସେତେ ଶୀତେଇ ପଡୁଛି। ଯଦି ଏ ମାନେ […]
Continue Reading