କ’ଣ ଭାଇରାଲ ଫୋଟୋ ଜଣେ ପୁରୁଷଙ୍କର ଅଟେ ଯିଏ ଝିଅ ଭେଷରେ କେରଳରେ ଚମୟାଭେଳାକ୍କୁ ଉତ୍ସବରେ ଯୋଗ ଦେଇଛନ୍ତି ଏବଂ ସର୍ବୋତ୍ତମ ମେକ୍ ଅପ୍ ପ୍ରତିଯୋଗୀତା ଜିତିଛନ୍ତି? ଜାଣନ୍ତୁ ସତ୍ୟ
ଶାଢୀ ପିନ୍ଧିଥିବା ଜଣଙ୍କର ଫୋଟୋ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଦାବି କରା ଯାଉଛି ଯେ ଏହି ଫୋଟୋ ଜଣେ ପୁରୁଷ ବ୍ୟକ୍ତିର ଅଟେ ଯିଏ ଶାଢୀ ପିନ୍ଧି ମହିଳାଙ୍କ ରୂପରେ ଚମୟାଭେଳାକ୍କୁ ଉତ୍ସବରେ ଯୋଗଦାନ ଦେଇଥିଲେ ଏବଂ ତାଙ୍କର ଏହି ବେଶକୁ ସର୍ବଶ୍ରେଷ୍ଟ ଘୋଷଣା କରା ଯାଇଛି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଫୋଟୋରେ ଶାଢୀ ପିନ୍ଧି ଥିବା ବ୍ୟକ୍ତି କେରଳର ଜଣେ କିନ୍ନର ମଡେଲ୍ ଅଟନ୍ତି। […]
Continue Reading