କ’ଣ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ହାତ ଯୋଡି ଛିଡା ହେଇଥିବା ସମୟରେ ଅମ୍ବାନୀ ତାଙ୍କୁ ଧ୍ୟାନ ଦେଉ ନାହାଁନ୍ତି? ଜାଣନ୍ତୁ ସତ୍ୟ।
ନିକଟରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ମୁକେଶ ଅମ୍ବାନୀଙ୍କ ସହ ମୁମ୍ବଇରେ ସାକ୍ଷାତ କରିଥିଲେ। ଏହି ସାକ୍ଷାତର ଏକ ଫୋଟୋ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫୋଟୋରେ ଦେଖିବାକୁ ମିଳିଛି ଯେ ନବୀନ ପଟନାୟକ ଅମ୍ବାନୀଙ୍କ ସାମନାରେ ହାତ ଯୋଡି ଠିଆ ହେଇଥିବା ସମୟରେ ସେ ପାଡିୟାନଙ୍କ ସହିତ କଥା ହେଉଛନ୍ତି। ଏହି ଫୋଟୋ ସେୟାର କରି ଦାବି କରା ଯାଉଛି ଯେ ନବୀନ ପଟନାୟକ ଅମ୍ବାନୀଙ୍କ ସମ୍ମୁଖରେ ହାତ ଯୋଡି ଛିଡା ହୋଇଥିବା […]
Continue Reading