କ’ଣ ଭୟଙ୍କର କୁଆ ପଥର ବର୍ଷାର ଏହି ଭିଡିଓ ଓଡିଶାର ଯାଜପୁର ସହର ଅଟେ? ଜାଣନ୍ତୁ ସତ୍ୟ।
ବିଗତ କିଛି ଦିନ ହେବ ରାଜ୍ୟର ଅନେକ ସ୍ଥାନରେ ବର୍ଷାର ପରିସ୍ଥିତି ଲାଗି ରହିଛି। କିଛି ସ୍ଥାନରେ କୁଆ ପଥର ବର୍ଷା ହେଉଥିବା ଖବର ମଧ୍ୟ ସାମନାଲୁ ଆସିଛି। ଏହି ପ୍ରସଙ୍ଗରେ ଏକ ଭିଡିଓ ସୋସିଆଲ ମିଆଦିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖିବାକୁ ମିଳିଛି ଯେ ଏକ ଚାଷ ଜମି ପରି ସ୍ଥାନରେ ଭୟଙ୍କର କୁଆ ପଥର ବର୍ଷା ହେଉଛି। ଦାବି କରା ଯାଉଛି ଯେ ଏହି ଘଟଣା ରାଜ୍ୟର ଯାଜପୁର ଜିଲ୍ଲାରେ ଘଟିଛି। କିନ୍ତୁ […]
Continue Reading