କ’ଣ ଭାଇରାଲ ଫୋଟୋରେ ଥିବା ସମ୍ପତ୍ତି ଗୁଡିକ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଦ୍ଵାରା ଲାଲୁଆ ପ୍ରସାଦ ଯାଦବଙ୍କ ଘରୁ ଜବତ କରା ଯାଇଛି? ଜାଣନ୍ତୁ ସତ୍ୟ।
ହିନ୍ଦୁସ୍ତାନ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ନିକଟରେ ଲାଲୁଆ ପ୍ରସାଦ ଯାଦବଙ୍କ ପରିବାର ସଦସ୍ୟଙ୍କ ଘରେ ଏକ ରେଡ୍ ରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଜମି-ଚାକିରି ମାମଲାରେ ୧ କୋଟି ନଗଦ ଟଙ୍କା ଜବତ କରିଛି। ଏହା ବାବଦ କ୍ରାଇମବ୍ରାଞ୍ଚର ଅନ୍ୟ ୬୦୦ କୋଟି ଟଙ୍କା ମଧ୍ୟ ଚିହ୍ନଟ କରିଛି। ଘର, ଜମି ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଲାଲୁ ପ୍ରସାଦଙ୍କ ପରିବାର ପକ୍ଷରୁ କରା ଯାଇଥବା ନିବେଶର ମଧ୍ୟ ଯାଞ୍ଚ ଚାଲିଛି। ଏହି ପ୍ରସଙ୍ଗରେ ବର୍ତ୍ତମାନ ସୋସିଆଲ ମିଡିଆରେ […]
Continue Reading