କ’ଣ ଏହି ଫୋଟୋ ଗୁଡିକ ନିକଟରେ ଛତ୍ତିସଗଡରେ ହେଇଥିବା ନକ୍ସଲ ଆକରଣର ଦୃଶ୍ୟ ଅଟେ? ଜାଣନ୍ତୁ ସତ୍ୟ।
ନିକଟରେ ଛତ୍ତିସଗଡରେ ମାଓବାଦୀ ଆକ୍ରମଣର ଖବର ସାମନାକୁ ଆସୁଛି। ଛତ୍ତିସଗଡର ଦାନ୍ତେୱାଡା ଜିଲ୍ଲାରେ ଏକ ମିଶନ୍ ରୁ ଫେରୁଥିବା ବେଳେ ଏକ ମାଓବାଦୀ ଆକ୍ରମଣରେ ୧୦ ଟି ସୁରକ୍ଷା ବଳ ଯବାନ ଏବଂ ଜଣେ ସାଧାରଣ ନାଗରିକ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି। ଏହା ନେଇ ବର୍ତ୍ତମାନ ସୋସିଆଲ ମିଡିଆରେ ଅନେକ ଫୋଟୋ ଭାଇରାଲ ହେବାରେ ଲାଗିଛି। ଏପରି ଗୋଟିଏ ପୋଷ୍ଟରେ ଦୁଇଟି ଫୋଟୋ ସେୟାର କରା ଯାଇଛି ଯେଉଁଥିରେ ପ୍ରଥମ ଫୋଟୋରେ ରାସ୍ତା ମାଝିରେ ଏକ ବିସ୍ଫୋରଣ […]
Continue Reading