କ’ଣ ରାମ ନବମୀ ଅବସରରେ ବୁର୍ଜ ଖାଲିଫାରେ ପ୍ରଭୁ ରାମଙ୍କ ଚିତ୍ର ଲେଜର ବିମ୍ ରେ ନିର୍ମାଣ କରା ଯାଇଥିଲା? ଜାଣନ୍ତୁ ସତ୍ୟ।
ବିଗତ କିଛି ଦିନ ପୂର୍ବରୁ ରାମ ନବମୀ ଉତ୍ସବ ପାଳନ କରା ଯାଇଥିଲା। ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଫୋଟୋ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ପ୍ରଭୁ ଶ୍ରୀ ରାମଙ୍କ ଚିତ୍ର ଅଙ୍କନ ହେଇଥିବା ଦେଖିବାକୁ ମିଳିଛି। ଦାବି କରା ଯାଉଛି ଯେ ଏହା ହେଉଛି ଦୁନିଆର ଉଚ୍ଚତମ ବିଲଡିଙ୍ଗ ବୁର୍ଜ ଖାଲିଫ ଯେଉଁଠାରେ ରାମ ନବମୀ ଅବସରରେ ପ୍ରଭୁ ରାମଙ୍କ ଚିତ୍ର ନିର୍ମାଣ କରା ଯାଇଥିଲା ଏବଂ ଏହା ସହିତ ଜୟ ଶ୍ରୀ ରାମ ମଧ୍ୟ […]
Continue Reading