ମଣିପୁରରେ ଗାଈ ବଧ କରିବାର ପୁରୁଣା ଭିଡିଓ କର୍ଣ୍ଣାଟକରେ କଂଗ୍ରେସ ବିଜୟର ଉତ୍ସବ ଭାବରେ ସେୟାର କରାଯାଇଥିଲା।
କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳର ବିଜୟ ପରେ ସୋସିଆଲ ମିଡିଆରେ ବିଭିନ୍ନ ଦାବି ପ୍ରଚାର କରାଯାଉଛି। ସୋସିଆଲ ମିଡିଆରେ ଏକ ଭିଡିଓ ସେୟାର କରାଯାଉଛି ଯେଉଁଥିରେ କିଛି ଲୋକ କ୍ଷେତରେ ଗୋଟେ ଗାଈର ଶବ ପରୀକ୍ଷା କରୁଥିବା ଦେଖାଯାଇଛି। ଗାଈ ଗଳାରୁ ରକ୍ତ ବାହାରୁଥିବା ଦେଖାଯାଉଛି ଏହା ସହିତ ବିଜେପି ପତାକା ତଳେ ପଡ଼ିଥିବାର ଦେଖାଯାଉଛି। ଭାଇରାଲ ଭିଡିଓ ସହିତ ଦାବି କରାଯାଉଛି ଯେ. କର୍ଣ୍ଣାଟକରେ କଂଗ୍ରେସର ଜିତିବା ପରେ ମୁସଲମାନ ମାନେ ବିଜେପି ପତାକାରେ […]
Continue Reading