କ’ଣ ୨୦୦୦ ଟଙ୍କା ନୋଟ୍ ପ୍ରତ୍ୟାହାର ହେବ ପରେ ଲୋକେ ତାଙ୍କ କଳା ଧନ ବାହାର କରୁଛନ୍ତି? ଜାଣନ୍ତୁ ସତ୍ୟ।
ନିକଟରେ ଆରବିଆଇ ୨୦୦୦ ଟଙ୍କା ନୋଟ୍ ଗୁଡିକୁ ପ୍ରତ୍ୟାହାର କରିବା ନିଷ୍ପତ୍ତି ନେଇଛି। ୨୦୧୬ ମସିହାରେ ୨୦୦୦ ଟଙ୍କାର ନୋଟ୍ ଜନସାଧାରଣଙ୍କ ୟବାହାର ପାଇଁ ସୃଷ୍ଟି କର ଯାଇଥିଲା। କିନ୍ତୁ ବର୍ତ୍ତମାନ ଏହାର ପ୍ରତ୍ୟାହାର ସୂଚନା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି। ୩୦ ସେପ୍ଟେମ୍ବର ୨୦୨୩ ପର୍ଯ୍ୟନ୍ତ ସମସ୍ତ ଲୋକଙ୍କୁ ୨୦୦୦ ଟଙ୍କା ନୋଟ୍ ବ୍ଯାଙ୍କରେ ବଦଳାଇବା ପାଇଁ ସୂଚିତ କର ଯାଇଛି। ଏହି ପ୍ରସଙ୍ଗରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ […]
Continue Reading