କ’ଣ ନ୍ୟୁୟର୍କ ଟାଇମ୍ସ ନିଜ ଖବରକାଗଜରେ ‘ମୋଦୀ ପୃଥିବୀର ସର୍ବୋତ୍ତମ ଶେଷ ଆଶା’ ବୋଲି ଏକ ସମ୍ବାଦ ପ୍ରକାଶିତ କରିଛି? ଜାଣନ୍ତୁ ସତ୍ୟ।
ପ୍ରଧାନମନ୍ତ୍ରୀ ମୋଦୀ ନିକଟରେ ଆମେରିକା ଗସ୍ତରେ ଯାଇଥିଲେ ଏବଂ ସେଠାରେ ସେ ରାଷ୍ଟ୍ରପତି ଜୋ ବାଇଡେନ, ଅନ୍ୟାନ୍ୟ ନେତା ଏବଂ ବ୍ୟବସାୟୀଙ୍କ ସହ ସାକ୍ଷାତ କରିଥିଲେ। ଏହା ନେଇ ସୋସିଆଲ ମିଡିଆରେ ଅନେକ ପ୍ରକାର ଚର୍ଚ୍ଚା ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗରେ ନରେନ୍ଦ୍ର ମୋଦୀଙ୍କ ଫଟୋ ସହିତ ‘ଦି ନ୍ୟୁୟର୍କ ଟାଇମ୍ସ’ ଖବରକାଗଜର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦାବି କରା ଯାଇଛି ଯେ ନ୍ୟୁୟର୍କ ଟାଇମ୍ସ ନିଜ ଖବରକାଗଜରେ ‘ମୋଦୀ […]
Continue Reading