କ’ଣ ଭାଇରାଲ ଭିଡିଓ ଚନ୍ଦ୍ରର ପରିବେଶର ଅଟେ ଯାହା ଚନ୍ଦ୍ରୟାନ ୩ ଦ୍ଵାରା ଶୁଟ୍ କରା ଯାଇଛି? ଜାଣନ୍ତୁ ସତ୍ୟ।
ଚନ୍ଦ୍ରୟାନ ୩, ଚନ୍ଦ୍ରରେ ଲ୍ୟାଣ୍ଡ ହେବା ପରେ ସେଠାରୁ ଅନେକ ଫୋଟୋ ପୃଥିବୀକୁ ପଠାଇଛି ଯାହା ଇସ୍ରୋ ଦ୍ଵାରା ଜନସାଧାରଣଙ୍କ ଦେଖିବା ପାଇଁ ପ୍ରକାଶିତ କରା ଯାଇଛି। ଏହି ପ୍ରସଙ୍ଗରେ ୪ ଟି ଭିଡିଓ ଥିବା ଗୋଟିଏ ପୋଷ୍ଟ ଭାଇରାଲ ହେଉଛି ଯେଉଁଥିରେ ମରୁଭୁମି ଏବଂ ଗୋଟିଏ ରୋଭର ଦେଖିବାକୁ ମିଳିଛି। ଦାବି କରା ଯାଉଛି ଯେ ଏହି ଭିଡିଓ ଗୁଡିକ ଚନ୍ଦ୍ରର ଦକ୍ଷିଣ ମେରୁରୁ ଆସିଛି ଯେଉଁଠାରେ ଚନ୍ଦ୍ରୟାନ ୩ ଲ୍ୟାଣ୍ଡ କରିଥିଲା। କିନ୍ତୁ ଫ୍ୟାକ୍ଟ […]
Continue Reading