କ’ଣ ଭାରତର ସମଭିଦାନରେ ଧାରା ୩୦(କ) ଅନ୍ତର୍ଗତ ହିନ୍ଦୁ ମାନେ କୌଣସି ଶିକ୍ଷା ଅନୁଷ୍ଠାନରେ ବେଦ, ଗୀତା ଇତିୟାଦୀ ପଢାଇ ପାରିବେ ନାହିଁ? ଜାଣନ୍ତୁ ସତ୍ୟ।
ବର୍ତ୍ତମାନ ସୋସିଆଲ ମିଡିଆରେ ଗୋଟିଏ ପୋଷ୍ଟ ଭାଇରାଲ ହେଉଛି ଯେଉଁଥିରେ ଦାବି କରା ଯାଇଅଛି ଯେ ଆମ ଦେଶର ସମ୍ବିଧାନର ଧାରା ୩୦ ଅନ୍ତର୍ଗତ ମୁସଲିମ ମାନେ ମଦରସାରେ କୁରାନ ପଢାଇ ପାରିବେ କିନ୍ତୁ ସମ୍ବିଧାନର ଧାରା ୩୦(ଏ) ଅନ୍ତର୍ଗତ ହିନ୍ଦୁ ମାନଙ୍କୁ ଏହି ସୁବିଧାରୁ ନିଲମ୍ବିତ କରା ଯାଇଅଛି। ଫେକ୍ଟ କୃସେଣ୍ଡୋ ପୋଷ୍ଟରେ ଥିବା ଦାବିକୁ ମିଥ୍ୟା ବୋଲି ପାଇଲା। କ’ଣ ଦାବି ଏହି ପୋଷ୍ଟର? ୯ ମଇରେ ଜଣେ ସୋସିଆଲ ମିଡିଆ ବ୍ୟବହାରକାରୀ ଗୋଟିଏ […]
Continue Reading