କ’ଣ ପାହାଡୀ ଅଞ୍ଚଳରେ ମୋଟର ସାଇକଲ୍ ଚଲାଉଥିବା ମହିଳା ମାନଙ୍କର ଏହି ଭିଡିଓ ଅରୁଣାଚଳ ପ୍ରଦେଶର ଅଟେ? ଜାଣନ୍ତୁ ସତ୍ୟ।
ବର୍ତ୍ତମାନ ସୋସିଆଲ ମିଡିଆରେ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଦେଖିବାକୁ ମିଳିଛି ଯେ କିଛି ମହିଳା ମାନେ ଏକ ପାହାଡୀ ଅଞ୍ଚଳରେ କଠିନତା ସହିତ ମୋଟର ସାଇକଲ୍ ଚଳଉଛନ୍ତି। ଦାବି କରା ଯାଉଛି ଯେ ଏହା ଅରୁଣାଚଳ ପ୍ରଦେଶର ଦୃଶ୍ୟ ଅଟେ ଯେଉଁଠାରେ ଏପରି କଠିନତା ସହ ଜୀବନ ବ୍ଯତୀତ କରିବାକୁ ପଡୁଛି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଏହି ଭିଡିଓ ଅରୁଣାଚଳ ପ୍ରଦେଶର ନୁହେଁ, ବରଂ ଚୀନ […]
Continue Reading