କ’ଣ ପ୍ରଧାନମନ୍ତ୍ରୀ ମୋଦୀ ମୁସ୍ଲିମ ସମୁଦାଯ ଲୋକଙ୍କ ସହିତ ଇଦ୍ ପାଳନ କରୁଛନ୍ତି? ଜାଣନ୍ତୁ ସତ୍ୟ।
ବର୍ତ୍ତମାନ ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କର ଗୋଟିଏ ଫୋଟୋ ଭାଇରାଲ ହେବାରେ ଲାଗିଛି। ଫୋଟୋରେ ଦେଖିବାକୁ ମିଳିଛି ଯେ ପ୍ରଧାନମନ୍ତ୍ରୀ ମୋଦୀ ଇସଲାମ ଧର୍ମ ଗୁରୁଙ୍କୁ ଆଲିଙ୍ଗନ କରିଛନ୍ତି। ସେହି ସମୟରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏବଂ ମୁସ୍ଲିମ ସମୁଦାଯର ଅନେକ ଲୋକ ଉପସ୍ଥିତ ଅଛନ୍ତି। ଦାବି କରା ଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦୀ ମୁସ୍ଲିମ ସମୁଦାଯ ଲୋକଙ୍କ ମଧ୍ୟରେ ଯାଇ ଇଦ୍ ପାଳନ କରୁଛନ୍ତି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା […]
Continue Reading