କୋରୋନା କଟକଣା ନମାନି ପୁରିରେ ରଥଯାତ୍ରା ଉତ୍ସବର ଦୃଶ୍ୟ ?

12 ଜୁଲାଇରେ ଓଡ଼ିଶାର ପର୍ବ ରଥଜାତ୍ରା ଆୟୋଜିତ କରାଯାଇଥିଲା। ଏହାକୁ ନେଇ ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପୋଷ୍ଟ କରାଯାଇଛି। ତେବେ କୋରୋନା କଟଣାକୁ ନେଇ ଫଟୋ ମାଧ୍ୟରେ ପ୍ରଶ୍ନ କରାଯାଉଛି। ଏହି ପରି ଲୋକଙ୍କ ଭିଡ଼ଥିବା ରଥଯାତ୍ରାର ଫଟୋ  ମିଥ୍ୟା ଦାବିରେ ଭାଇରାଲ ହେଉଛି। ଆମ ଅନୁସନ୍ଧାନରେ ଫଟୋ ସହ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା। 12 ଜୁଲାଇରେ India 24 Live News ନାମକ ଖବର ପେଜରେ ଭାଇରାଲ ଫଟୋ […]

Continue Reading

କଂଗ୍ରେସ ନେତା ଡଲି ଶର୍ମା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନିନ୍ଦା କରୁଥିବା ଭିଡିଓକୁ ବିଜେପି ସାଂସଦ ମେନକା ଗାନ୍ଧୀଙ୍କ ନାମରେ ଭାଇରାଲ କରାଯାଉଛି।

ସୋସିଆଲ ମିଡିଆରେ ଏକ ଭିଡିଓ ସେୟାର କରାଯାଉଛି। ଯେଉଁଥିରେ ଦାବି କରାଯାଉଛି ଭାଇରାଲ ଭିଡିଓ ବିଜେପି ସାଂସଦ ମେନକା ଗାନ୍ଧୀଙ୍କ ଭିଜୁଆଲ ଅଟେ। ଏବଂ ସେ ତାଙ୍କ ଦଳର ନେତା ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ଭାରତରେ COVID-19 ସଙ୍କଟକୁ ଠିକ୍ ରୁପେ ଧ୍ୟାନ ନ ଦେଇଥିବାର ଅଭିଯୋଗ କରିଛନ୍ତି। ଆମ ଅନୁସନ୍ଧାନରେ ଭାଇରାଲ ଭିଡିଓରେ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା। Rajeeb Khadanga ନାମକ ଜଣେ ଫେସବୁକ ୟୁଜର ତାଙ୍କ ଆକାଉଣ୍ଟରେ ଭାଇରାଲ […]

Continue Reading

କୋରୋନା ରୋଗିଙ୍କୁ ଆୟୁର୍ବେଦରେ ଚିକିତ୍ସା କରିବା ନେଇ ମତ ପ୍ରକାଶ କରିଥିବା ରାମଦେବ ବାବାଙ୍କ ଚେଲା ଏବେ ଏଲୋପାଥିକ ଚିକିତ୍ସା ନେଉଛନ୍ତି ?

କୋରୋନା ମହାମାରି ସମୟରେ ସରକାରର ଗାଇଡଲାଇନ ମାନିଚଳିବା ପାଇଁ ପ୍ରଚାର କରାଯାଉଥିବା ବେଳେ ଯୋଗ ଗୁରୁ ସ୍ୱାମି ରାମଦେବ ବାବାଙ୍କ ମତ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବଷୟ ପାଲଟି ଯାଇଛି। ସ୍ୱାମି ରାମଦେବ ବାବା କୋରୋନାକୁ ଏଲୋପାଥିରେ ନୁହେଁ ବରଂ ଯୋଗ ଏବଂ ଆୟୁର୍ବେଦରୁ ଠିକ୍ କରିବା ନେଇ ମତ ପ୍ରକାଶ କରିଛନ୍ତି। ଏଥିମଧ୍ୟରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ରାମଦେବ ବାବା ଆଚାର୍ଯ୍ୟ ବାଲକୃର୍ଷ୍ଣକୁ ଏମସ ହୋସ୍ପିଟାଲରେ […]

Continue Reading

ପଟନା ଗଙ୍ଗା ନଦୀରେ କୋରୋନା ମୃତ ଶରୀର ଭାସୁଛି ? ଜାଣନ୍ତୁ ସତ୍ୟତା।

ବିହାରର ଗଙ୍ଗା ନଦୀରେ COVID-19 ମୃତାହତଙ୍କ ମୃତଦେହ ପକା ଯାଉଥିବା ଦାବିରେ ଏକ ପୋଷ୍ଟ ସୋସିଆଲ ମିଡିଆରେ ସେୟାର କରାଯାଉଛି । ଫଟୋରେ ନଦୀରେ ଅନେକ ମୃତ ଶରିର ଭାସୁଥିବାର ଦେଖାଯାଉଛି। ପୋଷ୍ଟରେ ଦାବି କରାଯାଇଛି ଯେ, ବିହାରର ବକ୍ସର ଗଙ୍ଗା ନଦୀରେ ଭାସୁଛି କୋରୋନା ମୃତ ଦେହର । ଆମ ଅନୁସନ୍ଧାନରେ ଭାଇରାଲ ପୋଷ୍ଟରେ କରାଯାଇଛିବା ଦାବି ମିଥ୍ୟା ପ୍ରମାଣିତ ହେଲା।  12 ମେ ରେ Prabir Pattanayak ନାମକ ଜଣେ ଫେସବୁକ ୟୁଜର ତାଙ୍କ […]

Continue Reading

Aspidosperma-Q କୋରୋନା ଆକ୍ରାନ୍ତର ଅମ୍ଳାଜନ ସ୍ତର ବଢ଼ାଇବାରେ ସାହାର୍ଯ୍ୟ କରେ ନାହିଁ ।

କରୋନା ମହାମାରି ସ୍ଥିତି ଭୟଙ୍କର ହେଲା ବେଳେ ସୋସିଆଲ ମିଡିଆରେ ଏହାକୁ ନେଇ ଅନେକ ପୋଷ୍ଟ ଭାଇରାଲ ହେଉଛି। ଅଲଗା ଅଲଗା କମ୍ପାନିର ମେଡ଼ିଶିନ ଖାଇବା ପାଇଁ ସୋସିଆଲ ମିଡିଆରେ ପୋଷ୍ଟ କରାଯାଉଛି। ତେବେ ଏଥିମଧ୍ୟରେ Aspidosperma Q ନାମକ ଏକ ମେଡ଼ିଶିନ ଭାଇରାଲ କରାଯାଉଛି। ପୋଷ୍ଟରେ ଦାବି କରାଯାଉଛି ଅମ୍ଳଜାନର କମି ହେଲେ ଏହି ଔଷଧ ନେଲେ ଅମ୍ଳଜାନ ସିଲିଣ୍ଡର ଦରକାର ପଡ଼ିବ ନାହିଁ। ଆମ ଅନୁସନ୍ଧାନରେ ଭାଇରାଲ ପୋଷ୍ଟରେ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ […]

Continue Reading

ପଣ୍ଡିଚେରୀ ବିଶ୍ୱବିଦ୍ୟାଳୟର ଜଣେ ଭାରତୀୟ ଛାତ୍ର କୋରୋନା ନିରାକରଣ ପାଇଁ ଉପଚାର କାଢ଼ିଥିବା ଖବର ମିଥ୍ୟା ଅଟେ।

ସୋସିଆଲ ମିଡିଆରେ କୋରୋନା ଉପଚାରକୁ ନେଇ ଅନେକ ଖବର ଭାଇରାଲ ହେବାରେ ଲାଗିଛି। ଏହି ପରି ଏକ ପୋଷ୍ଟ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଇଛି ପଣ୍ଡିଚେରୀ ବିଶ୍ୱବିଦ୍ୟାଳୟର ଜଣେ ଭାରତୀୟ ଛାତ୍ର ରାମ କୋଭିଡ-19 ଚିକିତ୍ସା ବା ମୁକାବିଲା ପାଇଁ ଏକ ଘରୋଇ ଉପଚାର ଯାହା ଆବିଷ୍କାର କରିଛନ୍ତି। ଏହାକୁ WHO ମଧ୍ୟ ଅନୁମୋଦନ ଦେଇଛି। ସେ ପ୍ରମାଣ କରିଛନ୍ତି ଯେ, ଗୋଟିଏ ଚାମଚ ହଳଦୀ ପାଉଡର, ଦୁଇ ଚାମଚ ମହୁ ଲଗାତାର 5 ଦିନ […]

Continue Reading

ପୁରୁଣା ଫୋଟକୁ ବର୍ତ୍ତମାନ କୋରୋନା ସମୟର କହି ଭାଇରାଲ କରାଯାଉଛି।

କୋରୋନା ମହାମାରିର ଦ୍ୱିତିୟ ଚରଣ ଚାଲୁଥିବା ବୋଳେ ଦେଶରେ ଏହାର ପ୍ରଭାବ ବିଢ଼ିବାରେ ଲାଗିଛି। ଏଥିମଧ୍ୟରେ କୁମ୍ଭମେଳାରେ ଜନ ଦହଳିକୁ ନେଇ ମଧ୍ୟ ଅନେକ ଫଟୋ ମିଥ୍ୟା ଦାବିରେ ଭାଇରାଲ ହେବାରେ ଲାଗିଛି। ଏଥିମଧ୍ୟରେ କୁମ୍ଭମେଳାରେ ନାଗା ସାଧୁ ସ୍ନାନ କରୁଥିବାର ଫଟୋ କିଛି ଭାଇରାଲ ହେଉଛି। ଯାହାକୁ ଫେସବୁକ ୟୁଜର ବର୍ତ୍ତମାନର କହି ଭାଇରାଲ କରୁଛନ୍ତି।  16 ଏପ୍ରିଲରେ Bhabani Prasad Das ନାମକ ଜଣେ ଫେସବୁକ ୟୁଜର ତାଙ୍କ ଆକାଉଣ୍ଟରେ ନାଗା ସାଧୁଙ୍କ ଏକ […]

Continue Reading

ରୁଷିଆ ମ୍ୟୁଜିକ୍ ଭିଡିଓ ଅଂଶକୁ , ମିଥ୍ୟା COVID-19 ମୃତ ଶରିର ମିଡିଆ ସାମ୍ନାରେ ଦେଖାଉଥିବା ଦାବିରେ ଭାଇରାଲ ହେଉଛି।

ଦେଶରେ କରୋନା କେସ୍ ଅଧିକରୁ ଅଧିକ ସାମ୍ନାକୁ ପୁଣି ଆସୁଥିବା ବେଳେ ସୋସିଆଲ ମିଡିଆରେ ଏହାକୁ ନେଇ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। 12 ସେକେଣ୍ଡର ଏହି ଭିଡିଓରେ ଏକ ଟ୍ରକରେ କଳାଜରି ରଖାଯାଇଥିବାର ଦେଖାଯାଉଛି। କଳା ଜରିକୁ ଦେଖିଲେ ଲାଗୁଛି, ଜରିରେ ମଣିଶ ମୃତ ଶରିର ରଖାଯାଇଛି। ପୁଣି କ୍ୟାମେରା ଜୁମ ହୋବରୁ ଦେଖାଗଲା ଯେ, କଳା ଜରି ଭିତରେ ଜଣେ ବ୍ୟକ୍ତି ସିଗ୍ରେଟ ପିଉଛି। ଭିଡିଓ ସହ ଦାବି କରାଯାଇଛି ଯେ, ମିଡିଆ […]

Continue Reading

2019 କୁମ୍ଭମେଳା ଫଟୋକୁ ବର୍ତ୍ତମାନକ କହି ମିଥ୍ୟା ଦାବିରେ ଭାଇରାଲ ହେଉଛି।

ସୋସିଆଲ ମିଡିଆରେ କୁମ୍ଭମେଳାର ଏକ ଫଟୋ ଭାଇରାଲ ହେବାରେ ଲାଗାଛି। ଯେଉଁଥିରେ ଅସଂଖ୍ୟ ଲୋକ ଦେଖାଯାଉଛନ୍ତି। ଫଟୋ ସହ ଦାବି କରାଯାଇଛି ଯେ. ପୂର୍ବ ବର୍ଷ ତବଲିକମାନଙ୍କୁ ଜେପରି ଦାୟୀ କରାଯାଇଥିଲା, ସେହି ପରି ଏବର୍ଷର କୁମ୍ଭମେଳାର ହୋଇଥିବା ଜନ ଗହଳିକୁ ଦେଖ। କୋରୋନା ଥିବା ସତ୍ୱେ ମଧ୍ୟ ସଂଖ୍ୟାଧିକ ଲୋକ କୁମ୍ଭ ମେଳାରେ ସାମିଲ ହୋଇଛନ୍ତି।  ଆମ ଅନୁସନ୍ଧାନରେ ଭାଇରାଲ ଫଟୋ ସହ କରାଯାଇଥିବା ଦାବି ମିଥ୍ୟା ଅଟେ।  10 ଏପ୍ରିଲରେ Amiya Pandav ନାମକ […]

Continue Reading