ଗଙ୍ଗା ନଦୀରୁ କୁକୁର କୋରୋନା ମୃତ ଶବ ଟାଣି ଖାଉଛି ?
COVID-19 ମାମଲା ଦିନକୁ ଦିନ ବଢ଼ୁଥିବା ବେଳେ, ସୋସିଆଲ ମିଡିଆରେ କିଛି ଫଟୋ ଉତ୍ତରପ୍ରଦେଶ ଏବଂ ବିହାରର ଗଙ୍ଗା କୂଳରେ ଶବ ଭାସୁଥିବା ଦାବିରେ ଭାଇରାଲ ହେଉଛି। ହିପରି ଏକ ଫଟୋ ସୋସିଆଲ୍ ମିଡିଆରେ ଭାଇରାଲ ହେଉଛି, ଯେଉଁଥିରେ ଏକ ନଦୀ କୁଳରେ କୁକୁର ଶବକୁ ଘୋସାରୁଥିବାର ଦେଖାଯାଉଛି। ପୋଷ୍ଟରେ ଦାବି କରାଯାଇଛି ଯେ. କୋରୋନା ମୃତ ଶରୀରକୁ ଗଙ୍ଗା ନଦୀରେ ଫିଙ୍ଗା ଯାଉଛି। ଆମ ଅନୁସନ୍ଧାନରେ ଭାଇରାଲ ଫଟୋରେ କରାଯାଉଥିବା ଦାବି ମିଥ୍ୟା ପ୍ରମାଣିତ ହେଲା। […]
Continue Reading