କ’ଣ ଏହି ଭିଡିଓ ଚୀନ ସୈନ୍ୟ ଭାରତକୁ ଅନୁପ୍ରବେଶ କରୁଥିବା ଦର୍ଶାଉଛି? ଜାଣନ୍ତୁ ସତ୍ୟତା।

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଅନେକ ସୈନ୍ୟ ଚାଲୁଥିବା ଦେଖିବାକୁ ମିଳିଛି। ଦାବି କରା ଯାଉଛି ଯେ ଏହା ଚୀନ ସୈନ୍ୟ ମାନଙ୍କର ଭାରତ ସୀମାରେ ଅନୁପ୍ରବେଶ କରୁଛନ୍ତି।  କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ଜାଣିବାକୁ ପାଇଲା।  Facebook | Archive ଆମ ଅନୁସନ୍ଧାନ:  ଆମ ଅନୁସନ୍ଧାନରେ ପ୍ରଥମେ ଆମେ ଭାଇରାଲ ଭିଡିଓକୁ ବିଭିନ୍ନ ଫ୍ରେମରେ ବିଭାଜିତ କରି ପ୍ରତ୍ଯେକ ଫ୍ରେମର ଗୁଗୁଲ ରିଭର୍ସ ଇମେଜ୍ ସର୍ଚ୍ଚ କରିଲୁ। […]

Continue Reading