କ’ଣ ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଲୋକମାନେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ମାରୁଛନ୍ତି? ଜାଣନ୍ତୁ ସତ୍ୟତା।
୨୦୨୪ ନିର୍ବାଚନ ସହିତ ଯୋଡି ଗୋଟିଏ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ବିଜେପି ର ସ୍କାର୍ଫ ପିନ୍ଧିଥିବା କିଛି ଲୋକଙ୍କୁ ଜନସାଧାରଣ ଦୌଡେଇ ମାରୁଥିବା ଦେଖିବାକୁ ମିଳିଛି। ଦାବି କରା ଯାଉଛି ଯେ ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ପାଇଁ ରେଲି କରୁଥିବା ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ଲୋକେମାନେ ମାଡ଼ ମାରି ସ୍ଥାନରୁ ଭଗାଉଛନ୍ତି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ବିଭ୍ରାନ୍ତକାରୀ ବୋଲି ଜାଣିବାକୁ ପାଇଲା। ଏହା ତେଲଙ୍ଗାନା ରାଜ୍ୟର ଏକ ପୁରୁଣା […]
Continue Reading