କ’ଣ ଉତ୍ତରପ୍ରଦେଶର ଜଣେ ଦଳିତ ମହିଳା ୬ ଜଣ ମୁସ୍ଲିମ ଯୁବକଙ୍କ ହତ୍ୟା କରିଛନ୍ତି? ଜାଣନ୍ତୁ ସତ୍ୟ।
ୟୁପି ତକ୍ ଦ୍ଵାରା ପ୍ରକାଶିତ ଏକ ଖବରର ସ୍କ୍ରିନସଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଦାବି କରା ଯାଉଛି ଯେ ଉତ୍ତରପ୍ରଦେଶର ବାବାତପୁରରେ ଜଣେ ହିନ୍ଦୁ ଦଲିତ ମହିଳା, ବଳାତ୍କାର ଓ ଧର୍ମ ପରିବର୍ତ୍ତନ ହେବାର ଧମକ ଦିଆଯିବା ପରେ ୬ ଜଣ ମୁସଲମାନ ଯୁବକଙ୍କ ବେକ କାଟି ହତ୍ୟା କରିଛି ଏବଂ ବର୍ତ୍ତମାନ ସେହି ମହିଳା ନିଖୋଜ ଅଛି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ପୋଲିସ କହିବା ଅନୁଯାୟୀ ଏପରି […]
Continue Reading